ଆସନ୍ତା ଅକ୍ଟୋବର ମାସରେ ଖୋଲିପାରେ ନନ୍ଦନକାନନ ପ୍ରାଣୀଉଦ୍ୟାନ। କରୋନା ମହାମାରୀ ଯୋଗୁଁ ଏହା ଦୀର୍ଘ ଦିନ ଧରି ବନ୍ଦ ରହିଛି। ତେବେ ଅକ୍ଟୋବରରେ କୋଭିଡ୍ କଟକଣା ସହିତ ନନ୍ଦନକାନନ ଖୋଲିବା ପାଇଁ ବିଚାର ବିମର୍ଶ ଚାଲୁ ରହିଛି। ଏନେଇ ନନ୍ଦନକାନନ ନିର୍ଦ୍ଦେଶକ ଶଶି ପଲ୍ ସୂଚନା ଦେଇଛନ୍ତି। ତେବେ ନନ୍ଦନକାନନ ଖୋଲିବା ପାଇଁ ସ୍ଵତନ୍ତ୍ର ଏସ୍ଓପି ଜାରି କରାଯିବ। ଏଥିସହ ଏଠାରେ କୋଭିଡ୍ ଗାଇଡଲାଇନ୍କୁ କଡ଼ାକଡ଼ି ଭାବେ ପାଳନ କରାଯିବ ବୋଲି ସେ କହିଛନ୍ତି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।