କଣ୍ଟାବାଞ୍ଜି ବିଧାନସଭା ଆସନରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ନବୀନଙ୍କ ଦ୍ବିତୀୟ ନିର୍ବାଚନ କ୍ଷେତ୍ର। ଏଠାରୁ ପ୍ରଥମ ଥର ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ। ପୂର୍ବରୁ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରି ସାରିଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ଟିଟିଲାଗଡ଼ରେ ପହଞ୍ଚିବା ପରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ନାମାଙ୍କନ ଭରିବେ ନବୀନ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୋଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ମେ ୨୦ତାରିଖରେ ଦ୍ୱିତୀୟ ପର୍ଯ୍ୟାୟରେ ଏହି ଆସନ ପାଇଁ ମତଦାନ ହେବ । କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ ମଧ୍ୟ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ