ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଦିନକୁ ଦିନ ନାଟକୀୟ ମୋଡ଼ ନେଉଛି। ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନସିବି) ପକ୍ଷରୁ ଆଜି ରିଆଙ୍କ ଘରେ ରେଡ଼୍ କରାଯାଇଥିଲା। ଏହାପରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନସିବି) ରିୟାଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀ ଓ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ସାମୁଏଲ ମିରାଣ୍ଡାଙ୍କୁ ଅଟକ ରଖିଛି। ଉଭୟଙ୍କୁ ଏନସିବିର ମୁମ୍ବଇ କାର୍ଯ୍ୟାଳୟରେ ଅଟକ ରଖି ପଚରାଉଚୁରା କରାଯାଉଥିବା ଜଣାପଡ଼ିଛି।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ