ବୁଧବାର ସନ୍ଧ୍ୟାରେ ନୂଆ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ। ନୂଆ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ୍ ବୈଠକ। ପ୍ରଥମ କ୍ୟାବିନେଟରେ ନିଆଯିବ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି। ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ବୈଠକରେ ହୋଇପାରେ ନିଷ୍ପତ୍ତି। ଲୋକସେବା ଭବନରେ ଗଣମାଧ୍ୟମ ପ୍ରତିନିଧି ପ୍ରବେଶ ନେଇ ଉଠିପାରେ କଟକଣା।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।