ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ପୂର୍ବରୁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଫୋନ୍ ଯୋଗେ କଥା ହୋଇଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର । ଚଳିତ ବର୍ଷ ଉପାଧ୍ୟକ୍ଷ ନିର୍ବାଚନରେ ଜେଡିୟୁ ପ୍ରାର୍ଥୀ ହରିବଂଶ ନାରାୟଣ ସିଂହଙ୍କ ପ୍ରାର୍ଥିତ୍ୱକୁ ସମର୍ଥନ କରିବା ଲାଗି ନବୀନଙ୍କୁ ଅନୁରୋଧ କରିଛନ୍ତି ନୀତିଶ। ଏହାକୁ ନେଇ କଂଗ୍ରେସ ସାଂସଦ ସପ୍ତଗିରି ଉଲ୍ଲକା ନିଜର ପ୍ରତିକ୍ରିୟା ରଖିଛନ୍ତି। ତେବେ ବିଜେଡିକୁ ଏନଡିଏ ଆଗୁଆ ଯୋଗଯୋଗ କରିଥିବାରୁ କଂଗ୍ରେସ ପଛରେ ପଡିଛି। କିନ୍ତୁ ସପ୍ତଗିରି କହିଛନ୍ତି ଆମେ ଆଗୁଆ ଯୋଗାଯୋଗ କରିଥିଲେ ବି ସେ ଆମକୁ ସମର୍ଥନ ଦେଇ ନଥାନ୍ତେ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।