ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ମତଦାନ ହେବ। ଏହି ପର୍ଯ୍ୟାୟରେ ମୋଟ ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନରେ ମତଦାନ ହେବାକୁ ଥିବା ବେଳେ ଆଜିଠୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ବିଶେଷକରି ପ୍ରଥମ ପର୍ଯ୍ୟାୟ ମତଦାନକୁ ନେଇ ଦକ୍ଷିଣ ଓଡ଼ିଶା ରାଜନୀତି ବେଶ୍ ସରଗରମ ହୋଇଉଠିଛି। ଏହି ପର୍ଯ୍ୟାୟରେ ସମସ୍ତ ୪ ଲୋକସଭା ଆସନ ସହ ପ୍ରାୟ ୭ ରୁ ୮ ବିଧାନସଭା ଆସନ ବେଶ୍ ଚର୍ଚ୍ଚାରେ ରହିଛି।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ