କୋଭିଡ଼ ମହାମାରୀ ସମୟରେ ଲୋକଙ୍କୁ ଅଯଥାରେ ଘରୁ ନ ବାହାରିବାକୁ କେନ୍ଦ୍ର ଓ ରାଜ୍ୟ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି । ଏହାଦ୍ୱାରା କୋଭିଡ଼ ସଂକ୍ରମଣ ଚେନ ବ୍ୟାହତ ହେବ ବୋଲି କୁହା ଯାଉଛି । ତେବେ ବଲାଙ୍ଗୀର ଜିଲ୍ଲା ପ୍ରଶାସନ କୋଭିଡ଼ ଗାଇଡ଼ଲାଇନ ଉଲ୍ଲଂଘନ କରି ଜିଲ୍ଲାର ଲୋୟର ସୁକତେଲ ଜଳସେଚନ ପ୍ରକଲ୍ପ ପ୍ରଭାବିତ ପରଧିଆପାଲି ଗ୍ରାମବାସୀ ଙ୍କୁ ସାତଦିନ ମଧ୍ୟରେ ଗାଁ ଓ ଘର ଛାଡିବାକୁ ନିର୍ଦ୍ଦେଶ ଦେଇଛି । ଜିଲ୍ଲା ପ୍ରଶାସନର ଏଭଳି ଚିତ୍ର ଓ ଅମାନବିୟ ନିର୍ଦ୍ଦେଶ କୁ ପରଧିଆପାଳି ଗ୍ରାମବାସୀ ବିରୋଧ କରୁଛନ୍ତି ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ