କୋଭିଡ଼ ମହାମାରୀ ସମୟରେ ଲୋକଙ୍କୁ ଅଯଥାରେ ଘରୁ ନ ବାହାରିବାକୁ କେନ୍ଦ୍ର ଓ ରାଜ୍ୟ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି । ଏହାଦ୍ୱାରା କୋଭିଡ଼ ସଂକ୍ରମଣ ଚେନ ବ୍ୟାହତ ହେବ ବୋଲି କୁହା ଯାଉଛି । ତେବେ ବଲାଙ୍ଗୀର ଜିଲ୍ଲା ପ୍ରଶାସନ କୋଭିଡ଼ ଗାଇଡ଼ଲାଇନ ଉଲ୍ଲଂଘନ କରି ଜିଲ୍ଲାର ଲୋୟର ସୁକତେଲ ଜଳସେଚନ ପ୍ରକଲ୍ପ ପ୍ରଭାବିତ ପରଧିଆପାଲି ଗ୍ରାମବାସୀ ଙ୍କୁ ସାତଦିନ ମଧ୍ୟରେ ଗାଁ ଓ ଘର ଛାଡିବାକୁ ନିର୍ଦ୍ଦେଶ ଦେଇଛି । ଜିଲ୍ଲା ପ୍ରଶାସନର ଏଭଳି ଚିତ୍ର ଓ ଅମାନବିୟ ନିର୍ଦ୍ଦେଶ କୁ ପରଧିଆପାଳି ଗ୍ରାମବାସୀ ବିରୋଧ କରୁଛନ୍ତି ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |