ଆଜି ବିଧାନସଭାରେ ଉପସ୍ଥାପିତ ହେବ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ। ଗତ ଫେବୃଆରୀ ମାସରେ ପୂର୍ବ ସରକାର ଆଣିଥିଲେ କାମଚଳା ବଜେଟ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସେ ସମୟରେ ମୋଟ ୨ ଲକ୍ଷ ୫୫ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରାଯାଇ ଆର୍ଥିକ ବର୍ଷର ପ୍ରଥମ ତିନି ମାସ ପାଇଁ ୧ ଲକ୍ଷ ୧୮ ହଜାର କୋଟି ଟଙ୍କା ପାଇଁ ବ୍ୟୟ ମଞ୍ଜୁରୀ ଅଣାଯାଇଥିଲା। ଏବେ ମୋହନ ସରକାର ପୂର୍ଣ୍ଣାଙ୍ଗ ବଜେଟ ଆଣିବେ। ଏହା ମୋହନ ସରକାରର ପ୍ରଥମ ବଜେଟ। ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ କରିବେ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ