ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପୂର୍ବାହ୍ନ ସାଢ଼େ ୧୧ଟାରେ ଅନୁଷ୍ଠିତ ହେବ। ଭିଡିଓ କନ୍ସଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ 3 ଟି ପ୍ରସ୍ତାବ ଉପରେ ଲାଗିପାରେ ମୋହର l କେତେକ ଚିଠା ବିଲ୍ ପ୍ରସ୍ତାବକୁ ଅନୁମୋଦନ ଓ ଅଧ୍ୟାଦେଶକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି।
ଅନଲାଇନରେ ହେବାକୁ ଥିବା ଏହି କ୍ୟାବିନେଟ ବୈଠକ ସମ୍ପର୍କରେ ମନ୍ତ୍ରୀମାନଙ୍କୁ ଅବଗତ କରାଯିବା ସହ ଉପସ୍ଥିତ ରହିବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ୨୯ତାରିଖରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେଉଥିବାରୁ ସରକାର କେତେକ ବିଲକୁ ଗୃହୀତ କରାଇ ନେବା ନେଇ କ୍ୟାବିନେଟରେ ହୋଇପାରେ ନିଷ୍ପତି । ଆଜି କ୍ୟାବିନେଟ ବୈଠକରେ ଏସବୁ ଚିଠା ବିଲକୁ ଅନୁମୋଦନ ମିଳିବାର ଯଥେଷ୍ଟ ସମ୍ଭାବନା ରହିଛି।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।