ଭୁବନେଶ୍ୱର: ‘ସୁଜଳ’ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀ ଓ ଭୁବନେଶ୍ବରରେ ‘ସୁଜଳ’ ଯୋଜନା ଲୋକାର୍ପିତ ହୋଇଛି । ଏହି ୨ଟି ସହରର ୧.୮୦ ଲକ୍ଷ ଲୋକ ଉପକୃତ ହୋଇଛନ୍ତି । ପୁରୀ ସହର ଓ ଭୁବନେଶ୍ୱର ସାଲିଆ ସାହିରେ ଡିଙ୍ଗ ଫ୍ରମ୍ ଟ୍ୟାପ୍ ମିଶନର କାର୍ଯ୍ୟକାରୀ ହୋଇଛି । ମୋଟ ୧୨ଟି ସ୍ଥାନରେ ଏହା ଲୋକାର୍ପିତ ହୋଇଛି । ନବୀନ ନିବାସରୁ ଭିଡିଓ କନଫରେନ୍ସିଂ ଜରିଆରେ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଣିକି ଟ୍ୟାପ୍ ଯୋଗେ ସହର ଓ ବସ୍ତି ବାସିନ୍ଦାମାନେ ବିଶୁଦ୍ଧ ପାଣି ପାଇପାରିବେ । ଏହି ଯୋଜନା ଯୋଗୁଁ ପ୍ରାୟ ୧୫ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।