ଆଜିଠୁ ଓଡ଼ିଶା ନିବେଶକ ସମ୍ମିଳନୀ କରିବେ ରାଜ୍ଯ ସରକାର । ୯ ତାରିଖ ପର୍ଯ୍ୟନ୍ତ ପୁନେ ଓ ଅହମ୍ମଦାବାଦରେ ଆୟୋଜିତ ହେବ ଏହି ସମ୍ମିଳନୀ। ଏହା ହେବ ମୋହନ ସରକାରଙ୍କ ପ୍ରଥମ ନିବେଶକ ସମ୍ମିଳନୀ । ଅଟୋମୋବାଇଲ, ଫୁଡ ପ୍ରୋସେସିଂ, ଡାଉନ ଷ୍ଟ୍ରିମ ଇଣ୍ଡଷ୍ଟ୍ରି, ମେଟାଲ କ୍ଷେତ୍ରରେ ନିବେଶକଙ୍କ ସହ ୱାନ ଟୁ ୱାନ ଓ ଗୋଲ ଟେବୁଲ ବୈଠକ କରିବେ ଶିଳ୍ପ ବିଭାଗର ଅଧିକାରୀ। ସମ୍ମିଳନୀରେ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ଵାଇଁ, ଶିଳ୍ପ ସଚିବ, ଏମଏସଏମଇ ମନ୍ତ୍ରୀଙ୍କ ସହ ଅନ୍ୟ ଅଧିକାରୀ ଏଥିରେ ଯୋଗଦେବେ । ୨୦୨୯ ସୁଦ୍ଧା ଅଢେଇ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ନିବେଶ ଆଣିବାକୁ ଲକ୍ଷ୍ୟ ରଖିଛନ୍ତି ସରକାର ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।