ରାଜ୍ୟରେ କରୋନା ନେଲା ୧୬ ଜୀବନ, ମୃତ୍ୟୁ ସଂଖ୍ୟା ୯୭୪କୁ ବୃଦ୍ଧି ପାଇଛି
ରାଜ୍ୟରେ କରୋନା ନେଲା ୧୬ ଜୀବନ, ମୃତ୍ୟୁ ସଂଖ୍ୟା ୯୭୪କୁ ବୃଦ୍ଧି ପାଇଛି
ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ୧୬ ମୃତକଙ୍କ ମଧ୍ୟରୁ ବାଲେଶ୍ୱର, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଳାହାଣ୍ଡି, ମୟୁରଭଞ୍ଜ, ନୟାଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଝାରସୁଗୁଡା, ସୁନ୍ଦରଗଡରୁ ଜଣେ ଲେଖାଏଁ ରହିଛନ୍ତି ।
Regret to inform the demise of sixteen #COVID19 positive patients while under treatment in hospitals.
1. A 50-year old male of Balasore district who was also suffering from Diabetes.
— H & FW Dept Odisha (@HFWOdisha) October 8, 2020