Quantum Mirror

ଆଜି ରାଜ୍ୟରୁ ୪୧୮୦ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି

ଆଜି ରାଜ୍ୟରୁ ୪୧୮୦ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ୱର: ଆଜି ରାଜ୍ୟରୁ ୪୧୮୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୬୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୭୧୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୭୧,୩୪୧ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×