ଭୁବନେଶ୍ୱର: ଓଲିଉଡ୍ ଫିଲ୍ମ ଇଣ୍ଡଷ୍ଟ୍ରୀର ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସୁଚନା ଯେ, କରୋନା ପଜିଟିଭ୍ ଚିହ୍ନଟ ହେବାପରେ ଘରେ ହୋମ୍ ଆଇସୋଲେସନ୍ ରେ ଥିଲେ କିନ୍ତୁ ସ୍ୱାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ତାଙ୍କ ଅବସ୍ଥା ଖରାପ ଥିବା ବିଶେଷ ସୁତ୍ରରୁ ଜଣାପଡିଛି । ସୁଚନା ଥାଉ କି, ୧୦ ଦିନ ତଳେ ତାଙ୍କ ବାପା ହୃଦଘାତରେ ପ୍ରାଣ ହରାଇଥିଲେ ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ