ଭୁବନେଶ୍ୱର ୨୩ ।୪ : ଆସନ୍ତାକାଲି ରାଜ୍ୟର ସବୁ ଜିଲ୍ଲାର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ସଟ୍ଡାଉନ୍ ଆରମ୍ଭ ହେବ। ଶନିବାର ଓ ରବିବାର ସମସ୍ତ ସହର ସଟଡାଉନ୍ । ଏହି ଦୁଇ ଦିନ ମିଳିବ ଘଣ୍ଟାଏ ଲେଖାଏଁ କୋହଳ । ସକାଳ ୫ ଟାରୁ ୬ଟା ଘଣ୍ଟାଏ ଲେଖାଏଁ କୋହଳ ମିଳିବ । ମର୍ଣ୍ଣିଂ ୱାର୍କ ଓ ସାଇକ୍ଲିଂ କରୁଥିବା ଲୋକଙ୍କ ପାଇଁ ଘଣ୍ଟାଏ ଲେଖାଏଁ କୋହଳ କରାଯିବ । ଲୋକମାନଙ୍କ ଅନୁରୋଧକୁ ରକ୍ଷା କରି ଏଭଳି ନିଷ୍ପତ୍ତି ନିଆଯାଇଛି । ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ସୂଚନା ଦେଇଛନ୍ତି । ସପ୍ତାହନ୍ତା ସଟଡାଉନ୍ ନେଇ ସ୍ପଷ୍ଟ କଲେ SRC । ସୋମବାର ସକାଳ ୫ଟା ଯାଏ ରହିବ ଏହି ସଟଡାଉନ୍ ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |