କେବେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ? ନିର୍ବାଚନ ସମୟରେ ବିଜେପି ରତ୍ନଭଣ୍ଡାର ଖୋଲିବା ନେଇ ପ୍ରତିଶ୍ରୁତି ଦେଇଥିଲା । ଏବେ ବିଜେପି ରାଜ୍ୟରେ ସରକାର ଗଠନ କରିଥିବା ବେଳେ ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ କେବେ ଖୋଲିବ ରତ୍ନଭଣ୍ଡାର । ରତ୍ନଭଣ୍ଡାର ଖୋଲିବା ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ରତ୍ନଭଣ୍ଡାର ପାଇଁ ୧୬ ଜଣିଆ କମିଟି ଗଠନ ହୋଇଛି । ଜଷ୍ଟିସ ବିଶ୍ୱନାଥ ରଥ ଏହି କମିଟିର ଅଧ୍ୟକ୍ଷ ରହିବେ । କମିଟିର ବୈଠକ ଆସନ୍ତା ୬ ତାରିଖରେ ପୁରୀରେ ବସିବାକୁ ଯାଉଛି । ରତ୍ନଭଣ୍ଡାର କେବେ ଖୋଲିବ ଉକ୍ତ ବୈଠକରେ ନିଷ୍ପତ୍ତି ନିଆଯିବ ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ