ରାଜ୍ୟରେ ବଢିଲା +୨ ନାମଲେଖା ଆବେଦନ ଅବଧି । ସେପ୍ଟେମ୍ବର ୧୧ ତାରିଖ ଯାଏ ଏଣିକି ଆବେଦନ କରିହେବ ସେପ୍ଟେମ୍ବର ୪ ପରିବର୍ତ୍ତେ । www.samsoodisha.gov.in ୱେବସାଇଟ ମାଧ୍ୟମରେ ଆବେଦନ ହେବ । ସେପ୍ଟେମ୍ବର ୧୮ରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ । ଏହା ପରେ ସେପ୍ଟେମ୍ବର ୨୧ରୁ ୨୬ ଯାଏ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।