Quantum Mirror

କାଲି ସକାଳ ୮.୩୦ ସୁଦ୍ଧା ୧୬ ଜିଲ୍ଲା ରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି

କାଲି ସକାଳ ୮.୩୦ ସୁଦ୍ଧା ୧୬ ଜିଲ୍ଲା ରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି

ଭୁବନେଶ୍ୱର, ।୫: ରାଜ୍ୟରେ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି ଏନେଇ ରାଜ୍ୟର ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ସେହି ୧୬ଟି ଜିଲ୍ଲାଗୁଡିକ ଯଥାକେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, କନ୍ଧମାଳ, ଗଜପତି ନୟାଗଡକୁ ସତର୍କ ସୂଚନା ଜାରି ହୋଇଛି ।ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ଏହିସବୁ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ବର୍ଷା ବଜ୍ରପାତ ସହ ୪୦ରୁ ୫୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×