ପୁରୀ ୨୪।୪: ଭକ୍ତଙ୍କ ଦର୍ଶନ ପାଇଁ ମେ’ ୧୫ ଯାଏ ବନ୍ଦ ରହିବ ଶ୍ରୀମନ୍ଦିର । ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । ମନ୍ଦିର ବନ୍ଦ ଥିଲେ ମଧ୍ୟ ସେବାୟତଙ୍କ ଦ୍ୱରା ପ୍ରଭୁଙ୍କ ନୀତିକାନ୍ତି କରାଯିବ । ରଥ ନିର୍ମାଣ କାର୍ଯ୍ୟ ମଧ୍ୟ ଚାଲୁ ରହିବ । କରୋନା ସଂକ୍ରମଣ ବଢୁଥିବାରୁ ଶ୍ରୀମନ୍ଦିର ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ସୂଚନା ଅନୁସାରେ ଶ୍ରୀମନ୍ଦିର ବନ୍ଦ ନେଇ ସବୁ ସେବାୟତମାନେ ଛତିଶା ନିଯୋଗ ବୈଠକରେ ପ୍ରସ୍ତାବ ଦିଆଯାଇ ଥିଲା । ୧ ମାସ ଯାଏ ବନ୍ଦ ହେବା ଲାଗି ବୈଠକରେ କୁହାଯାଇ ଥିଲା । ଏହି ସମୟରେ ସେବାୟତଙ୍କୁ ଆର୍ଥିକ ସହାୟତା ନେଇ ଦାବି କରାଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଚାଲିଥିଲା ବୈଠକ । ଏଥିରେ ଜିଲ୍ଲାପାଳ, ଏସପି ଓ ସମସ୍ତ ନିଯୋଗର ପ୍ରତିନିଧି ଉପସ୍ଥିତ ଥିଲୋ ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |