ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରଭାବରେ କାଲିଠୁ ବର୍ଷାର ପରିମାଣ ବୃଦ୍ଧି ପାଇବ । କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି । କାଲି ପାଇଁ ୯ ଜିଲ୍ଲା ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡା, ଗଞ୍ଜାମ, ଝାରସୁଗୁଡା ଓ ସୁନ୍ଦରଗଡକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ବର୍ଷା ହେବ । ସେହିପରି ୨୭ ତାରିଖରେ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଉପକୂଳ, ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ