ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୧୨ ଜଣକ ରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱର ଓ ଢେଙ୍କାନାଳରୁ ୨ ଜଣ ଲେଖାଏଁ , ଅନୁଗୁଳ, କନ୍ଧମାଳ, ସମ୍ବଲପୁର, କୋରାପୁଟ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
Regret to inform the demise of twelve #COVID19 positive patients while under treatment in hospitals.
1.A 58-year-old male of Angul district who was also suffering from Diabetes Mellitus with UTI.— H & FW Dept Odisha (@HFWOdisha) November 13, 2020