ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୧୫ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
Regret to inform the demise of Fifteen Covid positive patients while under treatment in hospitals.
1.A 70-year-old male of Baragarh district.
2.A 34-year-old male of Baragarh district.
3.A 39-year-old male of Balangir district who was also suffering from Hypertension.
— H & FW Dept Odisha (@HFWOdisha) November 8, 2020