ଭୁବନେଶ୍ୱର: ରାଜ୍ୟରେ୨୪ ଘଣ୍ଟା ମଧ୍ୟରେ ୧୫ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୬୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Regret to inform the demise of fifteen numbers of #COVID19 positive patients while under treatment in hospitals.
1.A 56-year-old male of Angul district.
2.A 73-year-old male of Balangir district who was also suffering from Hypertension.— H & FW Dept Odisha (@HFWOdisha) November 22, 2020