ସ୍କୁଲ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା। ଝାରସୁଗୁଡ଼ା ବେଳପାହାଡ଼ ନିକଟରେ ସ୍କୁଲ ବସ ଏବଂ ଟ୍ରକ ମୁହାଁମୁହିଁ ଧକ୍କା । ୧୦ ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି। ଜାତୀୟ ରାଜପଥ ୪୯ର ଝାରସୁଗୁଡା- ବେଲପାହାଡ ରାସ୍ତା ତାରିଣୀ ମନ୍ଦିର ନିକଟରେ ଘଟିଛି ଦୁର୍ଘଟଣା । ଆହତଙ୍କୁ ବେଲପାହାଡ଼ର ଏକ ଘରୋଇ ହସ୍ପିଟାଲ ଏବଂ ମଣ୍ଡଳିଆ ସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ