ଆଜି କେରଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ଥିବା ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି । ଏହାସହିତ କିଛି ଉତ୍ତରପୂର୍ବ ରାଜ୍ୟକୁ ମଧ୍ୟ ମୌସୁମୀ ଅଗ୍ରସର ହେବ। ସେପଟେ ଓଡିଶାରେ ପ୍ରଚଣ୍ଡ ଖରାରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ପରେ ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ