ଭୁବନେଶ୍ୱର: କେରଳ ପରେ ଓଡିଶା ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ବାୟୁ ଓଡିଶା ଛୁଇଁବା ନେଇ ଭୁବନେଶ୍ୱର ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଓଡିଶାର ଅନ୍ୟ ଭାଗରେ ପ୍ରବେଶ କରିବ ଏହି ମୌସୁମୀ ବାୟୁ । ମୌସୁମୀ ଅଗ୍ରଗତି ପାଇଁ ସ୍ଥିତି ଅନୁମୂଳ ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଅନ୍ୟପଟେ ଆଇଏମଡିର ବରିଷ୍ଠ ବୈଜ୍ଞାନିକ ରାଜେନ୍ଦ୍ର ଜେନାମଣି କହିଛନ୍ତି ଯେ, ‘ଆଜି ଓଡିଶାର କିଛି ଅଞ୍ଚଳକୁ ମୌସୁମୀ ଛୁଇଁଛି । ଦକ୍ଷିଣ ଓଡିଶା ଓ ବଲାଙ୍ଗିରରେ ଭଲ ବର୍ଷା ହୋଇଛି । ଲଘୁଚାପ ଯୋଗୁଁ ଆଜି ଅନେକ ଅଞ୍ଚଳରେ ବର୍ଷା ହେବ । ୧୧ ତାରିଖରେ ସବୁଠାରୁ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଉଛି ।’
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ