ଭୁବନେଶ୍ବର: ଅନ୍ଲାଇନ୍ ପରୀକ୍ଷା ଦାବିରେ ଗୁରୁବାର ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଦେଖିବାକୁ ମିଳିଛି। ଭୁବନେଶ୍ବର ସ୍ଥିତ ବିଜେବି କଲେଜ ସମ୍ମୁଖରେ ଛାତ୍ରଛାତ୍ରୀମାନେ ଧାରଣାରେ ବସିଥିବା ବେଳେ ଭୁବନେଶ୍ବରର ଓୟୁଏଟି ଛାତ୍ରଛାତ୍ରୀ ମଧ୍ୟ ଆନ୍ଦୋଳନ କରିଛନ୍ତି। ଅପରପକ୍ଷରେ ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ରାଉରକେଲା ଓ ଖଲ୍ଲିକୋଟ ସମେତ କଟକ ରେଭେନ୍ସା ବିଶ୍ବବିଦ୍ୟାଳୟରେ ମଧ୍ୟ ଛାତ୍ରଛାତ୍ରୀମାନେ ଅନଲାଇନ ପରୀକ୍ଷା ଦାବିରେ ଧାରଣାରେ ବସିଛନ୍ତି। କରୋନା ସଂକ୍ରମଣରେ ଅହେତୁକ ବୃଦ୍ଧି ଦୃଷ୍ଟିରୁ ଛାତ୍ରୀଛାତ୍ରୀମାନେ ଅଫଲାଇନ ପରୀକ୍ଷାକୁ ବିରୋଧ କରି ଅନ୍ଲାଇନ୍ ପରୀକ୍ଷା ଦାବି କରିଛନ୍ତି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।