ଭୁବନେଶ୍ୱର୨୨ ।୪ : ଯୁକ୍ତ ଦୁଇ ପରୀକ୍ଷା ବାତିଲ ନେଇ ଛାତ୍ରଛାତ୍ରୀଙ୍କ ଧାରଣା । ଭୁବନେଶ୍ୱର ମାଷ୍ଟରକେଣ୍ଟିନ୍ ନିକଟରେ ଧାରଣା ଦେଇଛନ୍ତି ଛାତ୍ରଛାତ୍ରୀ । ପରୀକ୍ଷା ବାତିଲ୍ ନେଇ ବିଭନ୍ନ କଲେଜର ଛାତ୍ରଛାତ୍ରୀଙ୍କ ବିକ୍ଷୋଭ । ଯୁକ୍ତ ଦୁଇ ପରୀକ୍ଷା ବାତିଲ୍ ନେଇ ପ୍ରତିକ୍ରିୟା ରଖିଲେ ଗଣଶିକ୍ଷା ମନ୍ତ୍ରୀ ଜୁନ୍ ପ୍ରଥମ ସପ୍ତାହରେ ପରୀକ୍ଷା ନେଇ ନିଷ୍ପତ୍ତି ନିଆଯିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଜୁନ୍ ପ୍ରଥମ ସପ୍ତାହରେ ନିଷ୍ପତ୍ତି ନିଆଯିବ । +୨ ପରୀକ୍ଷା ବାତିଲ ନେଇ ଏବେଯାଏ କୌଣସି ନିଷ୍ପତ୍ତି ହୋଇନାହିଁ । ଗତକାଲି ମାଟ୍ରିକ ପରୀକ୍ଷା ବାତିଲ୍ ନେଇ ଘୋଷଣା କରିଥିଲେ ଗଣଶିକ୍ଷା ମନ୍ତ୍ରୀ ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ