ମହାମାରୀ କରୋନା ପାଇଁ ଦୀର୍ଘଦିନ ହେଲା ସ୍କୁଲ ଓ କଲେଜ ବନ୍ଦ ରହିଛି । ପିଲାମାନଙ୍କ ପାଠପଢ଼ା ହୋଇପାରୁ ନ ଥିବାରୁ ସିଲାବସ୍ ହ୍ରାସ କରାଯିବା ପାଇଁ ଅଭିଭାବକମାନେ ଦାବି କରିଆସୁଥିଲେ। ଫଳରେ ତିନଟି କମିଟିର ସୁପାରିସ୍ କ୍ରମେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସିଲାବସ୍ କୁ ୩୦ ପ୍ରତିଶତକୁ ହ୍ରାସ କରାଯାଇଥିବା ବୁଧବାର ଦିନ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ତେବେ ନୂଆ ସିଲାବସ୍ ବୋର୍ଡ, ସିଏଚଏସଇ ଓ ଏସସିଇଆରଟି ୱେବସାଇଟରେ ଉପଲବ୍ଧ ହେବ ବୋଲି ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।