ଟି-୨୦ ବିଶ୍ୱକପ ଫାଇନାଲରେ ଆଜି ଭାରତ ଦକ୍ଷିଣ ଆଫ୍ରିକା ଟକ୍କର। ମୁହାଁମୁହିଁ ହେବେ ଭାରତ ଓ ଦକ୍ଷିଣ ଆଫ୍ରିକା। ଉଭୟ ଟିମ ବର୍ତ୍ତମାନ ପର୍ଯ୍ୟନ୍ତ ଟୁର୍ଣ୍ଣାମେଣ୍ଟରେ ଅପରାଜେୟ ଅଛନ୍ତି। ଦକ୍ଷିଣ ଆଫ୍ରିକା ପ୍ରଥମ ସେମି ଫାଇନାଲରେ ଆଫଗାନିସ୍ତାନକୁ ଏକତରଫା ଭାବେ ପରାସ୍ତ କରିଥିଲା। ସେହିପରି ଭାରତ ଡିଫେଣ୍ଡିଂ ଚାମ୍ପିୟନ ଇଂଲଣ୍ଡକୁ ହରାଇ ଫାଇନାଲକୁ ଆସିଛି। ଦକ୍ଷିଣ ଆଫ୍ରିକା କୌଣସି ବିଶ୍ୱକପରେ ପ୍ରଥମଥର ଫାଇନାଲକୁ ଯାଇଥିବା ବେଳେ ଭାରତ ଗୋଟିଏ ଦଶନ୍ଧି ହେଲା ଟ୍ରଫି ପାଇଁ ଅପେକ୍ଷା କରି ରହିଛି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।