ପଶ୍ଚିମବଙ୍ଗରେ ସୋମବାର ସକାଳୁ ଘଟିଛି ଭୟଙ୍କର ଟ୍ରେନ୍ ଦୁର୍ଘଟଣା । କାଞ୍ଚନଜଙ୍ଘା ଏକ୍ସପ୍ରେସର ଏକ ମାଲଗାଡ଼ି ସହିତ ହୋଇଥିବା ଧକ୍କା ବାହନଗା ଦୁର୍ଘଟଣାକୁ ମନେ ପକାଇ ଦେଇଛି । ପ୍ରାଥମିକ ସୂଚନା ଅନୁସାରେ ଦାର୍ଜିଲିଂର ରଙ୍ଗାପାଣି ଷ୍ଟେଶନ ନିକଟରେ ଏହି ଦୁର୍ଘଟଣା ଘଟିଛି । ସୂଚନା ଅନୁସାରେ ସିଆଲଦା ଯାଉଥିବା କାଞ୍ଚନଜଙ୍ଘା ଏକ୍ସପ୍ରେସକୁ ମାଲଗାଡି ପଛରୁ ଧକ୍କା ମାରିଥିଲା । ଦୁର୍ଘଟଣାରେ ୫ଜଣଙ୍କ ମୃତ୍ୟୁ ଘଟିବା ସହ ୨୫ରୁ ଉର୍ଦ୍ଧ୍ୱ ଆହତ ହୋଇଥିବା ସୂଚନା ମିଳିଛି ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ