ସକାଳୁ ରାଜ୍ୟ ସରକାର ଦେଲେ ଖୁସି ଖବର । ସପ୍ତାହ ଆରମ୍ଭରୁ ବଡ଼ ଘୋଷଣା କଲେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରସନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି କରିବା ସମ୍ପର୍କରେ ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେସନର ସଭାପତି ଏ ସଂପାଦକ ତଥା ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନଙ୍କ ବୈଠକ ଦେୟ ପରିମାଣରେ ୫୦୦ ଟଙ୍କା ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ଦେୟ ପରିମାଣ ୨୦୨୩ ଅକ୍ଟୋବର ମାସରୁ ପିଛିଲା ଭାବେ ଲାଗୁ ହେବ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ