ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା । ୪ ଡିଗ୍ରୀକୁ ଖସି ଆସିଲାଣି ପାରଦ । ଆଜିପାଇଁ 4 ଜିଲ୍ଲା ଝାରସୁଗୁଡା, ଅନୁଗୁଳ, ଜଗତସିଂହପୁର ଓ ସୁନ୍ଦରଗଡ଼କୁ କୋଲ୍ଡ ୱେଭ ଆଲର୍ଟ କରାଯାଇଛି । ସେପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜି ପରଠାରୁ ରାଜ୍ୟରେ ମେଘୁଆ ପାଗ ସହ କିଛି ସ୍ଥାନରେ ବର୍ଷା ନେଇ ଆକଳନ କରାଯାଇଛି। ହାଡ଼ ଭଙ୍ଗା ଶୀତ ଯୋଗୁଁ ଲୋକମାନେ ଘରୁ ବାହାରିବା ସମ୍ଭବ ହେଉନାହିଁ । ଘନ କୁହୁଡି ହେଉଥିବାରୁ ରାସ୍ତାରେ ଗାଡ଼ି ଚଳାଇବା କଷ୍ଟକର ହୋଇପଡୁଛି । ସେପଟେ ପ୍ରବଳ ଜାଡ଼ରେ କଷ୍ଟ ଭୋଗୁଛନ୍ତି ଦୁର୍ଗମ ଅଞ୍ଚଳର ଗରିବ ଲୋକେ ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ