ଭୁବନେଶ୍ୱର : ଓଡିଶା ତଥା ସାରା ଦେଶରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏଭଳି ସମୟରେ ସଂକ୍ରମଣ ରୋକିବାକୁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) ରାଜ୍ୟରେ ଥିବା ସମସ୍ତ ପ୍ରତ୍ନତାତ୍ତ୍ୱିକ ସ୍ଥଳଗୁଡିକୁ ସର୍ବସାଧାରଣ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ଆଜି ଠାରୁ ଆସନ୍ତା ମେ ୧୫ ଯାଏଁ କୋଣାର୍କ, ଖଣ୍ଡଗିରି, ରାଜାରାଣୀ ମନ୍ଦିର ଆଦି କୀର୍ତ୍ତିରାଜିକୁ ବନ୍ଦ ରଖାଯାଇଛି।ଏହାସହ ଆଜି ସକାଳୁ କୋଣାର୍କ ମନ୍ଦିରକୁ ଆସିଥିବା ପର୍ଯ୍ୟଟକ ମାନେ ନିରାଶ ହୋଇ ଫେରିଛନ୍ତି। କରୋନାର ପ୍ରଥମ ତରଙ୍ଗ ବୃଦ୍ଧି ପରେ ଦୀର୍ଘ ୮ ମାସ ଧରି କୋଣାର୍କ ମନ୍ଦିର ବନ୍ଦ ରହିଥିଲା।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।