ଆଜିଠୁ ଶପଥ ନେବେ ନବ ନିର୍ବାଚିତ ବିଧାୟକ । ଆଜି ଓ କାଲି ଦୁଇ ଦିନ ଧରି ଚାଲିବ ଶପଥ ଗ୍ରହଣ ଉତ୍ସବ। ବିଧାନସଭାରେ ପ୍ରୋ-ଟେମ ସ୍ପିକର ରଣେନ୍ଦ୍ର ପ୍ରତାପ ସ୍ବାଇଁ ବିଧାୟକମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ଏହାପରେ ଆସନ୍ତା ୨୦ ତାରିଖରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ଏଥର ସର୍ବାଧିକ ନୂଆ ବିଧାୟକ ନିର୍ବାଚିତ ହୋଇଥିବାରୁ ବିଧାନସଭାରେ ବିରୋଧୀ ଓ ଶାସକ ଦଳର ପ୍ରଦର୍ଶନକୁ ନେଇ ରାଜ୍ୟ ରାଜନୀତିରେ ଜୋରଦାର ଚର୍ଚ୍ଚା ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ