ଆଜି ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ସନ୍ଧ୍ୟାରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସିଧାସଳଖ ଜୟଦେବ ଭବନ ଯାଇ କାର୍ଯ୍ୟକ୍ରମରେ ଯୋଗଦେବା ପରେ ରାଜଭବନରେ ରାତ୍ରି ଯାପନ କରିବେ। କାଲି ସକାଳେ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟରରେ ପୁରୀ ଯିବେ। ପୁରୀରେ ରଥଯାତ୍ରାରେ ସମ୍ମାନୀତ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ