ଭୁବନେଶ୍ୱର: ବାତ୍ୟା କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୀକ୍ଷା କରିଛନ୍ତି। ବୈଠକରେ ବାତ୍ୟା ପ୍ରଭାବିତଙ୍କୁ ୭ ଦିନ ରିଲିଫ୍ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା କରିଛନ୍ତି। ୧୨୮ଟି ପ୍ରଭାବିତ ଗାଁଲୋକଙ୍କୁ ୭ ଦିନ ଯାଏଁ ରିଲିଫ୍ ମିଳିବ। କ୍ଷତିଗ୍ରସ୍ତ ହୋଇଥିବା ମୁଖ୍ୟରାସ୍ତାକୁ ୨୪ ଘଣ୍ଟା ମଧ୍ୟରେ ମରାମତି ନିର୍ଦ୍ଦେଶ ଦିଆଯାଇଛି। ୨୪ ଘଣ୍ଟା ମଧ୍ୟରେ ୮୦% ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ମୁକାବିଲା ଲାଗି ପ୍ରଶାସକ, ପଞ୍ଚାୟତ ପ୍ରତିନିଧିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପୋଲିସ ଓ ସ୍ୱାସ୍ଥ୍ୟ କର୍ମୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |