ଭୁବନେଶ୍ବର: ନବୀନ ନିବାସ ସମ୍ମୁଖରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପରୀକ୍ଷା ହେବ କି ନାହିଁ ଦ୍ୱନ୍ଦ୍ୱ ଦୂର କରିବା ପାଇଁ ଧାରଣା ଦେଇଛନ୍ତି। ମନ୍ତ୍ରୀଙ୍କ ପାଖରୁ ସନ୍ତୋଷଜନକ ଉତ୍ତର ନପାଇବାରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଏହି ଦାବି ଜଣାଇଛନ୍ତି। ଭୁବନେଶ୍ୱରର ପ୍ରାୟ ୧୫ଟି ସରକାରୀ ସ୍କୁଲର ଦଶମ ଶ୍ରେଣୀର ଛାତ୍ରଛାତ୍ରୀ।ସ୍କୁଲ ଛାତ୍ରଛାତ୍ରୀ ଦାବି ରଖି କହିଛନ୍ତି, ଯଦି ସିବିଏସଇ ପିଲାଙ୍କ ପରୀକ୍ଷା ବାତିଲ କରାଯାଉଛି, ତାହେଲେ ଆମର ପରୀକ୍ଷା କାହିଁକି ବାତିଲ କରାଯିବନାହିଁ। ଆମ ଭବିଶ୍ୟତ ସହିତ ସରକାର ଖେଳ ଖେଳୁଛନ୍ତି । ଗଣଶିକ୍ଷା ମନ୍ତ୍ରୀଙ୍କ ପାଖକୁ ଦାବି ଜଣାଇବା ପାଇଁ ଯାଇଥିଲୁ କିନ୍ତୁ କୌଣସି ସନ୍ତୋଷଜନକ ଉତ୍ତର ମିଳିଲାନି। ଆସନ୍ତା ଦିନରେ ଯଦି ଆମର ଦାବି ପୁରଣ ନହୁଏ, ତାହେଲେ ରାଜରାସ୍ତାରେ ଏମିତି ବସି ରହିବୁ ବୋଲି ଛାତ୍ରଛାତ୍ରୀମାନେ ସରକାରଙ୍କୁ ଚେତାବନୀ ଦେଇଛନ୍ତି ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।