ଆନନ୍ଦପୁର,୧୭।୬ ଆନନ୍ଦପୁର ଉପଖଣ୍ଡ ବୈତରଣୀ ନଦୀ ର ଗିରିଗାଁ ଘାଟ ନିକଟ ନଦୀ ଗର୍ଭ ରେ ଜଣେ ମହିଳା ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା । ସ୍ଥାନିୟ ଲୋକଙ୍କ ଠାରୁ ଖବର ପାଇବା ପରେ ନନ୍ଦିପଦା ପୋଲିସ୍ ଘଟଣା ସ୍ଥଳରେ ପହଁଞ୍ଚିଛି । ନଦୀରେ ଏକ ମୃତଦେହ ଭାସୁଥିବା ଲୋକମାନେ ଦେଖିଥିଲେ। ପରେ ଲୋକମାନେ ପୋଲିସକୁ ଖବର ଦେଇଥିଲେ। ମୃତା ମହିଳା ଙ୍କ ମୁହଁ କଳା ପଡିଯାଇଛି। ଏଥିସହ ମୁହଁ ରେ ଆଘାତ ଲାଗିଥିବା ସଦେହ ହୋଇଛି । ତେବେ ସଂପୃକ୍ତା ମହିଳାଙ୍କ ପରିଚୟ ମିଳିପାରି ନାହିଁ । ମୃତଦେହ ଉଦ୍ଧାର ପ୍ରକ୍ରିୟା ପୋଲିସ୍ ଆରମ୍ଭ କରିଛି ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ