ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୫୦୮କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ୫ ଜଣ, କଟକ, କଳାହାଣ୍ଡି ଓ ଝାରସୁଗୁଡ଼ାରୁ ୪ ଜଣ ଲେଖାଏଁ, ବରଗଡ଼, ସୁନ୍ଦରଗଡ଼ ଓ ପୁରୀରୁ ୩ ଜଣ ଲେଖାଏଁ, ବଲାଙ୍ଗିର, କେନ୍ଦ୍ରାପଡ଼ା, ଦେବଗଡ଼ ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ, ଗଜପତି, ମୟୂରଭଞ୍ଜ, ସମ୍ବଲପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।