ଭୁବନେଶ୍ୱର:ଦକ୍ଷିଣ ପଶ୍ଚିମ ମୌସୁମୀ ନେଇ ପାଣିପାଗ ବିଭାଗ ବା ଆଇଏମଡି ପକ୍ଷରୁ ଆକଳନ କରାଯାଇଛି । ଏଥର ମୌସୁମୀ ବର୍ଷା ସ୍ୱାଭାବିକ ହେବ ବୋଲି ଆଇଏମଡି ଆକଳନ କରିଛି । ଜୁନରୁ ସେପ୍ଟମ୍ବର ମଧ୍ୟରେ ମୌସୁମୀ ବର୍ଷା ସ୍ୱାଭାବିକ ରହିବ । ଜୁନରୁ ସେପ୍ଟେମ୍ବର ମଧ୍ୟରେ ୧୦୧% ବର୍ଷା ହେବାର ଆକଳନ କରାଯାଇଛି । ତେବେ ସାରା ଦେଶରେ ସ୍ୱାଭାବିକ ମୌସୁମୀ ଥିଲେ ବି ଉତ୍ତର ପୂର୍ବାଞ୍ଚଳରେ ଏହାର ପ୍ରଭାବ କମ୍ ପଡିବ । ଉତ୍ତର–ପଶ୍ଚିମାଞ୍ଚଳ ଓ ଦକ୍ଷିଣାଞ୍ଚଳରେ ସ୍ୱାଭାବିକ ବର୍ଷା ରହିବ । ଅନ୍ୟପଟେ ଉତ୍ତର ପୂର୍ବାଞ୍ଚଳରେ ସ୍ୱାଭାବିକ ଠାରୁ କମ୍ ବର୍ଷା ହେବା ନେଇ ଆକଳନ କରାଯାଇଛି ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ