ଭୁବନେଶ୍ୱର :ରାଜଧାନୀରେ ବାଘ ଆତଙ୍କ। ଭୁବନେଶ୍ୱର ବିମାନ ବନ୍ଦର ଡମ୍ପିଂ ୟାର୍ଡ ନିକଟରେ ବାଘ ଦେଖା ଯିବା ପରେ କାବୁ କରିବାକୁ ରଣନୀତି କରୁଛି ବନ ବିଭାଗ। ପାଦ ଚିହ୍ନ ଯେଉଁ ପଟେ ପଡିଛି, ସେହିପଟେ ରେଞ୍ଜର ବୁଲି ଦେଖିଛନ୍ତି। ମହିଳା ଜଣକ ବାଘ ଦେଖିଥିବା ନେଇ ସୂଚନା ଦେଇଥିଲେ। ରେଞ୍ଜରଙ୍କ କହିବା କଥା ପଦ ଚିହ୍ନକୁ ନେଇ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରାଯାଇଛି। ପଦ ଚିହ୍ନକୁ ଦେଖିଲେ ଏହା ଏକ ଜଙ୍ଗଲୀ ବିରାଡ଼ି ଭଳି ଲାଗୁଛି ବୋଲି କହିଛନ୍ତି ନଗର ବନଖଣ୍ଡ ରେଞ୍ଜର।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।