ଆଜି ପହିଲି ରଜ । ଏହି ପର୍ବ ପାଇଁ ଉତ୍ସବମୁଖର ଗାଁ ଠୁ ସହର । ୩ ଦିନ ଧରି ପାଳିତ ହେବାକୁ ଥିବା ଏହି ରଜ ପର୍ବର ପୂର୍ବରୁ ଗତକାଲି ଯାଇଛି ସଜବାଜ । ଆଜି ପହିଲି ରଜ ଥିବାବେଳେ ଆସନ୍ତାକାଲି ରଜ ସଂକ୍ରାନ୍ତି । ଉତ୍କଳୀୟ ସଂସ୍କୃତି ଓ ପରମ୍ପରାରେ ରଜର ମହତ୍ତ୍ବ ଅନନ୍ୟ । ରଜ ପର୍ବରେ କୁଆଁରୀ ଝିଅ ଓ ବୋହୂମାକୁ ସମ୍ମାନ ଦିଆଯାଇଥାଏ । ତେଣୁ ଏହି ୩ ଦିନ ସେମାନ କୋଣସି କାମ କରିବାକୁ ବାରଣ କରାଯାଇଛି । ରଜରେ ପାରମ୍ପରିକ ପିଠା ଖାଇ ଦୋଳିରେ ଝୁଲନ୍ତି କୁମାରୀ । ଗାଁ ଗାଁରେ ରଜଗୀତ ସାଙ୍ଗକୁ ରଜ ପାନରେ ମହକୁଛି ପରିବେଶ ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।