ଆଜି ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ବା ଜନ୍ମାଷ୍ଟମୀ । ଶ୍ରୀକୃଷ୍ଣଙ୍କ ଜନ୍ମସ୍ଥାନ ମଥୁରାନଗରୀ ଠାରୁ ଆରମ୍ଭ କରି ଜଗନ୍ନାଥ ଧାମ ପୁରୀ ପର୍ଯ୍ୟନ୍ତ ସବୁଠି ଉତ୍ସାହ ଓ ଭକ୍ତିମୟ ପରିବେଶ । କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ବିଷ୍ଣୁଙ୍କ ଅଷ୍ଟମ ଅବତାର ଭାବେ ଶ୍ରୀକୃଷ୍ଣ ଜନ୍ମ ହୋଇଥିଲେ । ଦେବକୀ ଓ ବସୁଦେବଙ୍କ ପୁଅ ଭାବେ କଂଶର ବନ୍ଦୀଶାଳରେ ଜନ୍ମ ହୋଇଥିଲେ ଶ୍ରୀକୃଷ୍ଣ ।ପରେ କଂସର ଭୟରେ ବାପା ବସୁଦେବ ଶ୍ରୀକୃଷ୍ଣଙ୍କୁ ନେଇ ଗୋପପୁରରେ ଛାଡି ଆସିଥିଲେ । ସେଠାରେ ନନ୍ଦ ରାଜାଙ୍କ ପୁଅ ଭାବେ ସେ ପାଳିତ ହୋଇଥିଲେ । ହିନ୍ଦୁ ଧର୍ମରେ ଏହି ଦିନଟିକୁ ବେଶ୍ ଉତ୍ସାହର ସହିତ ପାଳନ କରାଯାଇଥାଏ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ