ଆଜି ବିଶ୍ବ ପଖାଳ ଦିବସ। ପ୍ରତି ଓଡ଼ିଆଙ୍କର ପସନ୍ଦର ଖାଦ୍ୟ ହେଉଛି ପଖାଳ। ଖରାଦିନ ଆସିଲେ ଖୋଜାପଡ଼େ ପଖାଳ । ପଖାଳ ହେଉଛି ଓଡ଼ିଆଙ୍କର ପ୍ରିୟ ଖାଦ୍ୟ। ଆମ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ପ୍ରିୟ ପଖାଳ। ଶ୍ରୀମନ୍ଦିରର ଟଙ୍କ ତୋରାଣି ଏହାର ପ୍ରମାଣ। ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ଏହି ଟଙ୍କ ତୋରାଣି ରୂପରେ ଭୋଗ ଲାଗି ହୋଇଥାଏ। ଓଡ଼ିଆଙ୍କ ଏହି ପ୍ରିୟ ଖାଦ୍ୟକୁ ବିଶ୍ୱର କୋଣ ଅନୁକୋଣରେ ଲୋକପ୍ରିୟ କରାଇବାକୁ ପ୍ରତି ବର୍ଷ ମାର୍ଚ୍ଚ ୨୦ ତାରିଖ ପଖାଳ ଦିବସ ପାଳନ କରାଯାଇଥାଏ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ