ଆଜି ନବୀନ ନିବାସ ଘେରିବ ଯୁବ କଂଗ୍ରେସ। ଦୀର୍ଘ ୨୪ ବର୍ଷ ମଧ୍ୟରେ ରାଜ୍ୟରେ ଦୁର୍ନୀତି ଏବଂ ଭ୍ରଷ୍ଟାଚାର ବଢିଚାଲିଛି ଏବଂ ରାଜ୍ୟ ସରକାର ଯୁବକମାନଙ୍କ ସହ ପ୍ରତାରଣା କରିଛନ୍ତି ବୋଲି କଂଗ୍ରେସ ଅଭିଯୋଗ ଆଣିଛି। କେବଳ ନିର୍ବାଚନକୁ ଆଖି ଆଗରେ ରଖି ସରକାର ଯୁବକମାନଙ୍କୁ ସ୍ୱୟମ ଯୋଜନାରେ ୧ ଲକ୍ଷ ଟଙ୍କା ଋଣ ଦେଉଛନ୍ତି। କିନ୍ତୁ ଯୁବକମାନଙ୍କୁ ଚାକିରୀ ଦରକାର, ଋଣ ଦରକାର ନୁହେଁ ବୋଲି କହିଛନ୍ତି ଯୁବ କଂଗ୍ରେସ ସଭାପତି। ତେବେ ଏ ନେଇ ବିଜେଡି କି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିକ୍ରିୟା ମିଳିପାରିନାହିଁ। ତେବେ ଆଗକୁ ନିର୍ବାଚନ ଥିବାରୁ ଏବେ ସକ୍ରିୟ ହୋଇପଡ଼ିଛି କଂଗ୍ରେସ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।