Quantum Mirror

ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ: ପାରିବାରିକ ଜୀବନ ଶାନ୍ତିମୟ ହେବ। କିଛି ମାମଲାରେ ଭାବୁକ ହୋଇପାରନ୍ତି । କାହାରି ପରାମର୍ଶ ଆପଣଙ୍କ କ୍ୟାରିୟରର ଦିଶା ବଦଳାଇ ଦେବ।
ବୃଷ: ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ। କୌଣସି କଥାକୁ ନେଇ ବଡ଼ ଭାଇଙ୍କ ସହିତ ମତଭେଦ ହୋଇପାରେ। ଛାତ୍ରଙ୍କୁ ଲେଖାପଢ଼ାରେ ଅଧିକ ପରିଶ୍ରମ କରିବାକୁ ହେବ।
ମିଥୁନ: ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ। ଘରର କୌଣସି ମାମଲାରେ ଆପଣଙ୍କୁ ବଡ଼ ନିଷ୍ପତ୍ତି ନେବାକୁ ହେବ। ଅଫିସରେ ଆପଣଙ୍କ କାମର ପ୍ରଶଂସା ହେବ।
କର୍କଟ: ପିଲାମାନଙ୍କ ସହିତ ଖୁସିର ମୁହୂର୍ତ୍ତ ଅତିବାହିତ କରିବେ। ଆପଣଙ୍କୁ ନୂଆ ପ୍ରୋଜେକ୍ଟ ମିଳିପାରେ। ପ୍ରେମୀଯୁଗଳ ଏକାନ୍ତରେ ସମୟ ଅତିବାହିତ କରିବେ।
ସିଂହ: ପୂର୍ବ କଥାକୁ ନେଇ ଚିନ୍ତିତ ରହିବେ। ଅଚାନକ ଖୁସି ଖବର ପାଇପାରନ୍ତି। ଶୀଘ୍ର କାମ ସମାପ୍ତ କରିବାକୁ ଚେଷ୍ଟା କରିବେ। ବିବାହିତଙ୍କ ଲାଗି ଦିନଟି ଆନନ୍ଦମୟ ରହିବ।
କନ୍ୟା: ଦୈନିକ କାର୍ଯ୍ୟରେ ଆପଣ ପୂର୍ଣ୍ଣରୂପେ ସଫଳତା ପାଇବେ। ଆପଣଙ୍କର କିଛି ନୂଆ ବନ୍ଧୁ ହୋଇପାରନ୍ତି। ଚାକିରି ଖୋଜୁଥିବା ଯୁବକଙ୍କୁ ଭଲ ଚାକିରି ମିଳିବ।
ତୁଳା: ଲୋକେ ଆପଣଙ୍କ ବ୍ୟବହାରରେ ପ୍ରଭାବିତ ହେବେ। ଆର୍ଥିକ ସ୍ଥିତି ମଜଭୁତ ରହିବ। କୌଣସି ସାକ୍ଷାତକାର ପାଇଁ ଡାକର ଆସିବ।
ବିଛା: ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ। ଏକତରଫା ଚିନ୍ତା ଆପଣଙ୍କୁ ଅଡ଼ୁଆରେ ପକାଇପାରେ। କୌଣସି ବନ୍ଧୁଙ୍କ ସାହାଯ୍ୟ ନେଇପାରନ୍ତି। ଫୋନ କିଣିବା ଲାଗି ଭାବିବେ।
ଧନୁ: ମୁଣ୍ଡରେ ଘୂରି ବୁଲୁଥିବା ବିଚାର ବଳରେ ଉନ୍ନତି ହେବ। କୌଣସି ପ୍ରିୟବନ୍ଧୁ ସହିତ କଥା ହୋଇପାରନ୍ତି। ସମାଜରେ ଯଶ ଖ୍ୟାତି ବଢ଼ିବ। ପାରିବାରିକ ସ୍ତରରେ ଖୁସି ବୃଦ୍ଧି ହେବ।
ମକର: ଦିନଟି ବ୍ୟସ୍ତତାରେ କଟିବ। କିଛି ମାମଲାରେ ଭାବୁକ ହୋଇପାରନ୍ତି। ପୁରୁଣା ଜମିରୁ ଧନଲାଭ ହେବ। ଛାତ୍ରଙ୍କୁ କ୍ୟାରିୟର ସମ୍ବନ୍ଧରେ ଶୁଭ ସୂଚନା ମିଳିବ।
କୁମ୍ଭ: ସନ୍ତାନ ପକ୍ଷରୁ ଖୁସି ଖବର ପାଇବେ। ଯେଉଁ କାମ କରିବାକୁ ଚାହିଁବେ ସେହି କାମ ଆରାମରେ ସଂପୂର୍ଣ୍ଣ ହୋଇଯିବ। ଚାକିରିଜୀବୀଙ୍କୁ ଭଲ ସୁଯୋଗ ମିଳିବ। ପରିବାରକୁ ଖୁସିର ଆଗମନ ହେବ।
ମୀନ: କୌଣସି ବଡ଼ କାମ ଭାଇଙ୍କ ସାହାଯ୍ୟରେ ପୂରା ହୋଇଯିବ। ଟ୍ରାଭେଲ୍ ଏଜେନ୍ସି କ୍ଷେତ୍ରରେ ଥିବା ଲୋକଙ୍କର ଆୟ ଭଲ ହେବ। ଛାତ୍ରଙ୍କର ଲେଖାପଢ଼ାରେ ମନ ଲାଗିବ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×