ମେଷ: ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଚିନ୍ତା କରିପାରନ୍ତି। ବିଭିନ୍ନ ମାମଲାରେ ବ୍ୟସ୍ତ ରହିବେ। କର୍ମଜୀବୀ ମହିଳାଙ୍କର ପଦୋନ୍ନତି ହେବ। ହଜିଥିବା ବସ୍ତୁ ପାଇବେ।
ବୃଷ: କାର୍ଯ୍ୟକ୍ଷେତ୍ରରେ ନୂଆ ସୁଯୋଗ ପାଇବେ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ହେବ। ଜୀବନସାଥୀଙ୍କ ଖୁସି ଲାଗି ଧ୍ୟାନ ଦେବାକୁ ହେବ। ଛାତ୍ରଙ୍କ ସମ୍ମୁଖରେ ସଂଶୟର ସ୍ଥିତି ରହିବ।
ମିଥୁନ: ଚାକିରି ସଂପର୍କିତ କୌଣସି ଭଲ ଖବର ପାଇପାରନ୍ତି। ବ୍ୟବସାୟରେ ବଡ଼ ସଫଳତା ମିଳିପାରେ। କୌଣସି ସମାରୋହକୁ ଯିବା ପାଇଁ ଯୋଜନା କରିପାରନ୍ତି।
କର୍କଟ: କର୍ତ୍ତୃପକ୍ଷଙ୍କ ଠାରୁ ଆପଣଙ୍କୁ ଉପହାର ମିଳିପାରେ। ବ୍ୟବସାୟରେ ଭଲ ଡିଲ୍ ହେବାର ସମ୍ଭାବନା ଅଛି। ବ୍ୟାଙ୍କରେ ଅର୍ଥ କାରବାର ସାବଧାନତାର ସହ କରିବା ଦରକାର।
ସିଂହ: ଆପଣଙ୍କର ଧ୍ୟାନ ଆଧ୍ୟାତ୍ମିକ ଦିଗରେ ଲାଗି ରହିବ। ବିବାହିତ କୌଣସି ଧାର୍ମିକ ସ୍ଥାନକୁ ଯିବାର ଯୋଜନା କରିପାରନ୍ତି। ବ୍ୟବସାୟରେ ତ୍ବରିତ ନିଷ୍ପତ୍ତି ଲାଭପ୍ରଦ ହେବ।
କନ୍ୟା: ଆତ୍ମବିଶ୍ବାସ ସହିତ କାମ କରନ୍ତୁ, ସଫଳତା ନିଶ୍ଚୟ ପାଇବେ। ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ। ଛାତ୍ର ନିଜର ମୁରବିଙ୍କ ଠାରୁ ମାର୍ଗଦର୍ଶନ ନିଅନ୍ତୁ।
ତୁଳା: ବ୍ୟବସାୟରେ ବିପଦଜନକ ପଦକ୍ଷେପ ନିଅନ୍ତୁ ନାହିଁ। ପୂର୍ବ କଥା ମନେ ପଡ଼ିବା ଯୋଗୁଁ ମନ ପ୍ରଫୁଲ୍ଲିତ ହୋଇଯିବ। ଦାମ୍ପତ୍ୟ ଜୀବନରେ ତାଳମେଳ ରହିବ।
ବିଛା: ଛାତ୍ରଙ୍କ ଲାଗି ଦିନଟି ଭଲ। ଆପଣଙ୍କ ମନ ଆଧ୍ୟାତ୍ମିକ ଦିଗରେ ଲାଗି ରହିବ। ଆପଣଙ୍କର ଅଧୁରା କାମରେ କେହି ସାହାଯ୍ୟ କରିବେ।
ଧନୁ: କାରବାରରେ ପରିବର୍ତ୍ତନ କରି ସଫଳତା ପାଇବେ। ଘରକୁ କୌଣସି ବନ୍ଧୁ ଆସିବା ହେତୁ ମନ ପ୍ରସନ୍ନ ରହିବ। ଅଫିସରେ ନୂଆ ପ୍ରକଳ୍ପରେ କାମ କରିପାରନ୍ତି।
ମକର: କୌଣସି କାମ ଆରମ୍ଭ କରିବା ଲାଗି ସମୟ ଭଲ। ବନ୍ଧୁଙ୍କ ସହଯୋଗ ଓ ସାହାଯ୍ୟ ପାଇବେ। ବ୍ୟବସାୟରେ ଭଲ ଲାଭ ହେବ। ସନ୍ଧ୍ୟା ସମୟ ଆନନ୍ଦଭରା ରହିବ।
କୁମ୍ଭ: ମସ୍ତିଷ୍କରେ ଘୂରିବୁଲୁଥିବା ନକାରାତ୍ମକ ଚିନ୍ତା ସମାପ୍ତ ହୋଇଯିବ। ବ୍ୟବସାୟରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ। ଚାକିରୀଜୀବୀଙ୍କୁ ଭଲ ସୁଯୋଗ ମିଳିପାରେ।
ମୀନ: ଉନ୍ନତି ଲାଗି ନୂଆ ସୁଯୋଗ ଆସିବ। ବିପରୀତ ପରିସ୍ଥିତି ଆପଣଙ୍କୁ ବିଚଳିତ କରିପାରିବ ନାହିଁ। ବାହନ କିଣିବା ଲାଗି ଦିନଟି ଶୁଭ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ