ବଲାଙ୍ଗୀର ସୋନପୁର ୫୭ ନମ୍ବର ଜାତୀୟ ରାଜପଥ ଭଦ୍ରାପାଲି ଛକରେ ଦୁର୍ଘଟଣା। OSRTC ବସ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ପୁଇଁନ୍ତଳା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ଆଜି ଭୋରରୁ ଦୁର୍ଘଟଣା ଘଟିଥିବା ଜଣାପଡିଛି। ବାଇକରେ ଦୁଇ ଜଣ ଯୁବକ ଯାଉଥିବା ବେଳେ ବସ୍ ଧକ୍କା ଦେଇଥିଲା। ପୋଲିସ ମୃତଦେହ ଜବତ କରି ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପଟେ ଦୁର୍ଘଟଣା ଘଟାଇଥିବା ବସ୍ ଡ୍ରାଇଭର ତରଭା ଥାନାରେ ଆତ୍ମସମର୍ପଣ କରିଛନ୍ତି।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ